ମେଡିକାଲ ଉଇକିପିଡିଆ (ଅଫଲାଇନ) icon

2020-01 by Kiwix Team


Jan 27, 2020

About ମେଡିକାଲ ଉଇକିପିଡିଆ (ଅଫଲାଇନ)

ନିଃଶୁଳ୍କ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନ ପ୍ରତ୍ୟେକ ସ୍ଥାନରେ ଅଫଲାଇନରେ ଉପଲବ୍ଧ ।

ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)

What's New in the Latest Version 2020-01

Last updated on Jan 27, 2020

Minor bug fixes and improvements. Install or update to the newest version to check it out!

Translation Loading...

Additional APP Information

Latest Version

Request ମେଡିକାଲ ଉଇକିପିଡିଆ (ଅଫଲାଇନ) Update 2020-01

Uploaded by

Chi Ly

Requires Android

Android 4.0.3+

Available on

Get ମେଡିକାଲ ଉଇକିପିଡିଆ (ଅଫଲାଇନ) on Google Play

Show More

ମେଡିକାଲ ଉଇକିପିଡିଆ (ଅଫଲାଇନ) Screenshots

Comment Loading...
Languages
Searching...
Subscribe to APKPure
Be the first to get access to the early release, news, and guides of the best Android games and apps.
No thanks
Sign Up
Subscribed Successfully!
You're now subscribed to APKPure.
Subscribe to APKPure
Be the first to get access to the early release, news, and guides of the best Android games and apps.
No thanks
Sign Up
Success!
You're now subscribed to our newsletter.